Public App Logo
Jansamasya
News
Maharashtra
Bjp
National
Police
Bihar
India
रेलवे
Coronavirus
कांग्रेस
बीजेपी
Congress
Modi
Delhi
Viral
Dm
Rajasthan
Bollywood
Patna
Breakingnews
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Uttarakhand
जिलाधिकारी
Crimenews
No video available

ପାଟଣା: ସାନ ବରବେଡା ହାଟ ଛକ ନିକଟରେ ଟ୍ରକ ପଛରେ ଧକ୍କା ଦେଲା ଟ୍ରକ, ଚାଳକ ଗୁରୁତର

Patana, Kendujhar | Apr 27, 2024
କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ସାନ ବରବେଡା ହାଟ ଛକ ନିକଟରେ ଆଜି ଏକ ଟ୍ରକ ଅନ୍ୟ ଏକ ଟ୍ରକ ପଛରେ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଥିବାବେଳେ ଚାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଉଭୟ ଟ୍ରକ କେନ୍ଦୁଝର ଅଭିମୁଖେ ଯାଉଥିବା ସମୟରେ ଆଗ ଟ୍ରକଟି ହଠାତ୍ ବ୍ରେକ ମାରିଦେବାରୁ ପଛରେ ଯାଉଥିବା ଟ୍ରକଟି ଆଗ ଟ୍ରକ ପଛରେ ଧକ୍କା ଦେଇଥିଲା। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।