ଛତ୍ରପୁର: ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆସନ୍ତା କାଲି ବର୍ଷା ପାଇଁ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
Chhatrapur, Ganjam | Jul 23, 2025
ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ...