କଟକରେ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢ଼ାଉ। ୧୧୦ ଗ୍ରାମ ବ୍ରାଉନସୁଗାର ଓ ବାଇକ୍ ଜବତ। ମଧୁପାଟଣା ଥାନା ଅଞ୍ଚଳର ଦୁଇ ଜଣ ଯୁବକ ଗିରଫ। ଜବତ ନିଶା ଦ୍ରବ୍ୟର ମୂଲ୍ୟ ୧୧.୫ ଲକ୍ଷ ଟଙ୍କା। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇ ତଦନ୍ତ ଜାରି ରହିଛି।