Public App Logo
Jansamasya
News
Maharashtra
Bjp
National
Police
Bihar
India
कांग्रेस
मौत
Congress
Modi
Delhi
Viral
Rajasthan
मध्यप्रदेश
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
Uttarpradesh
Haryana
Uttarakhand
Crimenews
Karnataka
Aap

ତାଳଚେର ସଦର: ଦେଉଳବେଡା ଠାରେ ବ୍ଲକ ସ୍ତରୀୟ ମତ୍ସ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ

Talcher Sadar, Angul | Nov 11, 2025
ତାଳଚେର ବ୍ଲକ ଦେଉଳବେଡା ଡି ଆଇ ସି କ୍ଲବ ଠାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ୨୦୨୫ ମଙ୍ଗଳବାର ସକାଳ ୧୧ ଘଟିକା ସମୟରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇଥିଲେ।