ବୌଦ୍ଧ ସଦର: ପୁରୁଣା କଟକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଘାଟିତ
ଶୁକ୍ରବାର ହରଭଙ୍ଗା ବ୍ଲକ ପୁରୁଣା କଟକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଉଦଘାଟିତ ହୋଇ ଯାଇଛି l ଗୋଷ୍ଠୀ ଶିକ୍ଷା ଅଧିକାରୀ ହାଡିବନ୍ଧୁ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ପୁରୁଣାକଟକ ଗ୍ରାମପଂଚାୟତର ସରପଞ୍ଚ ଅଶୋକ କୁମାର ସେଠୀ ଯୋଗ ଦେଇଥିଲେ l