କୋରାପୁଟ ସଦଭାବନା ସଭାଗୃହରେ ସାଂସଦ ସପ୍ତଗିରି ଶଙ୍କର ଉଲ୍ଲାକାଙ୍କ ଅଧ୍ୟକ୍ଷତାରେ ଦିଶା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓ ସରକାରୀ ଯୋଜନାର କାର୍ଯ୍ୟକାରିତା ନେଇ ବିସ୍ତୃତ ଆଲୋଚନା ହୋଇଛି, ସୁଚନା ଦେଇଛନ୍ତି ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ,
Jeypore, Koraput | Sep 20, 2026