Public App Logo
Jansamasya
News
���ुलिस
Bjp
National
Bihar
���िहार
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Crimenews
Bareilly
Bcci
Agra
Breaking
No video available

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଆମ୍ବେଦକରଙ୍କୁ ନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କ ମନ୍ତବ୍ୟକୁ ବିରୋଧ, ଏଜି ଛକରେ ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାବା ସାହେବ ଆମ୍ବେଦକରଙ୍କ ବିରୋଧରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ମନ୍ତବ୍ୟକୁ ବିରୋଧ କରିଛି ଯୁବ କଂଗ୍ରେସ । ପ୍ରତିବାଦରେ ରାଜଧାନୀରେ ବିକ୍ଷୋଭ ସହ ପଦଯାତ୍ରା କରିଛି ଦଳ । କଂଗ୍ରେସ ନେତା ଓ କର୍ମୀ କଂଗ୍ରେସ ଭବନରୁ ବାହାରି ଏଜି ଛକରେ ଥିବା ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ପର୍ୟ୍ୟନ୍ତ ଯାଇଥିଲେ । ଗୃହମନ୍ତ୍ରୀ କ୍ଷମା ପ୍ରାର୍ଥନା କରିବା ସହ ଇସ୍ତଫା ନଦେଲେ ରାଜ୍ୟବ୍ୟାପି ଆନ୍ଦୋଳନ ଜୋରଦାର କରିବାକୁ ଚେତାବନୀ ଦେଇଛି ଯୁବ କଂଗ୍ରେସ । ଅମିତ ଶାହଙ୍କ ଓଡ଼ିଶା ଗସ୍ତକୁ ମଧ୍ୟ ବିରୋଧ କରିବା ସହ କଳାପତାକା ପଦର୍ଶନ କରିବାକୁ ମଧ୍ୟ ଚେତାବନୀ ଦିଆଯାଇଛି ।

MORE NEWS