ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
ପଶ୍ଚିମ କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର ପୂର୍ବ ବଙ୍ଗୋପସାଗର- ଉତ୍ତର ଆନ୍ଦ୍ୟପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତୀରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ, ଆହୁରି ୨ ଦିନ ପ୍ରବଳ ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।