ପୁରୀ: ବଡ଼ତରା ପଞ୍ଚାୟତର ସମସ୍ୟା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସହ ଆଲୋଚନା
Puri, Puri | Oct 24, 2026
ବଡ଼ତରା ଗ୍ରାମପଞ୍ଚାୟତର କାର୍ଯ୍ୟକର୍ତ୍ତା ଓ ଗ୍ରାମବାସୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଦଳୀୟ ସଂଗଠନ ଓ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଉପରେ ଆଲୋଚନା ହେବା ସହ ଗ୍ରାମର ବିଭିନ୍ନ ସମସ୍ୟାର ସମାଧାନ କରାଯାଇଛି।