ସମ୍ବଲପୁର ମ୍ୟୁନିସିପାଲଟି: ଜିଲ୍ଲା ରେ ଫାଇଲେରିଆ ରୋଗ ନିରାକରଣ ଅଭିଯାନ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ
Sambalpur M, Sambalpur | Aug 8, 2025
ଆସନ୍ତା ୧୦ ତାରିଖରୁ ଫାଇଲେରିଆ ରୋଗ ନିରାକରଣ ଅଭିଯାନରେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ।...