ପୁରୀ ମ୍ୟୁନିସିପାଲଟି: ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଆଜି କୃଷ୍ଣ ପ୍ରସାଦ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।
Puri M, Puri | Jul 28, 2025
ଜିଲ୍ଲାପାଳ ଦିବ୍ୟ ରଞ୍ଜନ ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୭୭ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୫୩ ଗୋଟି ବ୍ୟକ୍ତି ଗତ,୨୦ ଗୋଟି...