ପରଜଙ୍ଗ: ଢେଙ୍କାନାଳ କଙ୍କଡ଼ାହାଡ଼ ବ୍ଲକ୍ରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ
ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ୍ ଗସ୍ତରେ ଜିଲ୍ଲାପାଳ। ବ୍ଲକ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓ ବିଦ୍ୟାଳୟ ପରିଦର୍ଶନ କରି ସମୀକ୍ଷା କରିଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।