ମାଲକାନଗିରି: ପରସନପଲ୍ଲୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ବ୍ୟକ୍ତି ମୃତ, ଶବ ବ୍ୟବଚ୍ଛେଦ ପରେ ଶେଷକୃତ୍ୟ ସମ୍ପନ୍ନ
Malkangiri, Malkangiri | May 24, 2025
ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ପରସନପଲ୍ଲୀ ଗ୍ରାମର ୪୫ ବର୍ଷିୟ ଭୀମା ମାଡି ନାମକ ଜଣେ ବ୍ୟକ୍ତି ଗତକାଲି ରାତିରେ ଘରେ ଶୋଇଥିବା ବେଳେ ତାଙ୍କୁ...