ଆନନ୍ଦପୁର: ହାଟଡିହିକୁ ଅକାଂକ୍ଷା ବ୍ଲକ ଘୋଷଣା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆନନ୍ଦପୁର ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
Anandapur, Kendujhar | Aug 25, 2025
ହାଟଡିହି ବ୍ଲକକୁ ଆକାଂକ୍ଷୀ ବ୍ଲକ ଭାବେ ଘୋଷଣା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କୁ ପତ୍ର ପ୍ରଦାନ କରିଛନ୍ତି ଉପାନ୍ତ...