Public App Logo
Jansamasya
National
Haryana
Pmmsy
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat

ବୌଦ୍ଧ ସଦର: ପୁରୁଣା କଟକ କଲେଜ ଛକ ନିକଟରେ କାରକୁ ଧକ୍କା ଦେଲା ଟ୍ରକ, 4 ଗୁରୁତର

ରବିବାର ସକାଳେ 57 ନମ୍ବର ଜାତୀୟ ରାଜପଥର ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା କଲେଜ ଛକ ନିକଟରେ ଟ୍ରକ ଓ କାର ମୁହାଁମୁହିଁ ଧକ୍କା ହେବା ଫଳରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି | ସମସ୍ତ ଗୁରୁତରଙ୍କୁ ପୁରୁଣାକଟକ ମେଡିକାଲରେ ଭର୍ତ୍ତି କରା ଯାଇଥିଲା l ମିଳିଥିବା ସୂଚନା ଅନୁଯାୟୀ ଭୁବନେଶ୍ୱରରୁ ବରଗଡ଼ ଅଭିମୁଖେ ଯାଉଥିବା ଏକ କାରକୁ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା! ଘଟଣା ସ୍ଥଳରୁ ଟ୍ରକ ଫେରାର ଥିବା ବେଳେ କାର ଯାତ୍ରୀ ଙ୍କୁ ପୋଲିସ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି |

MORE NEWS