କଳାହାଣ୍ଡି ଉତ୍ସବ ୨୦୨୬ ପାଇଁ ଭବାନିପାଟଣା ଅଭିମୁଖେ ଧର୍ମଗଡ ର ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାରଘରଣୀ ଙ୍କ ପୀଠରୁ ମଶାଲ ଶୋଭାଯାତ୍ରା ଆରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଧର୍ମଗଡ ବିଧାୟକ ଶ୍ରୀ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଗୋପୀନାଥ ମହାନନ୍ଦ, ଧର୍ମଗଡ ଜିପିଡିଓ କେଦାରନାଥ ନାଏକ ଉପସ୍ଥିତ ରହି ଉତ୍ସାହିତ କରିଥିଲେ।