ଜାତୀୟ ସ୍ୱାସ୍ଥ୍ୟ ମିଶନ ଅନ୍ତର୍ଗତ ରାଷ୍ଟ୍ରୀୟ ବାଲ୍ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ (ଆର.ବି.ଏସ.କେ) ତରଫରୁ ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜିଲ୍ଲା ସହଳ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କେନ୍ଦ୍ର (ଡି.ଇ.ଆଇ.ସି) ଅନୁକୂଲ୍ୟରେ ବୁଧବାର ଦିନ ପ୍ରାୟ ୧୨ ଟାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି।