ବଲାଙ୍ଗିର ସଇଁତଳା ମଧ୍ୟ ଧରପଗଡ଼ ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିରେ ଦୁଇଦିନ ଧରି ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହୃତ। ୭ ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ପ୍ରଶାସନର ପ୍ରତିଶ୍ରୁତି।