କେନ୍ଦ୍ରାପଡା: ଜିଲ୍ଲା ପରିଷଦ ସମିଳନୀ କକ୍ଷରେ ରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଦ୍ୱିତୀୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ
ରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଦ୍ୱିତୀୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତଆଜି ଅପରାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ରାଜନଗର ମାନ୍ୟବର ବିଧାୟକ ଧ୍ରୁବ ଚରଣ ସାହୁଙ୍କ ଅଧ୍ୟକ୍ଷତାରରେ ରାଜନଗର ନିର୍ବାଚନ ମଣ୍ଡଳୀର ଦ୍ୱିତୀୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି | ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲାପାଳ ରଘୁରାମ ଆର ଆୟର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ରବୀନ୍ଦ୍ର କୁମାର ମଲ୍ଲିକ, ଡିଏଫଓ ରାଜନଗର ଭରଦରାଜ ଗାଉଁକର, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ l