Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଦେବଗଡ: ଜିଲ୍ଲାର ସମସ୍ତ ବିଇଓ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏନପିଏସ ଶିକ୍ଷକ ସଙ୍ଘ ପକ୍ଷରୁ ୨ ଦଫା ସମ୍ବଳିତ ସ୍ମାରକପତ୍ର ପ୍ରଦାନ

ରାଜ୍ୟରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକ ମାନଙ୍କର ସମସ୍ୟାର ସମାଧାନ ପାଇଁ ଆଜି ୨ ଦଫା ସମ୍ବଳିତ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି । ନୂତନ ପେନସନ ଯୋଜନା ଭୁକ୍ତ ପ୍ରାଥମିକ ଶିକ୍ଷକ ସଙ୍ଘ ପକ୍ଷରୁ ଦେବଗଡ ଜିଲ୍ଲାର ସମସ୍ତ ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଉକ୍ତ ସ୍ମାରକପତ୍ର ପ୍ରଦାନ କରାଯାଇଛି । ତିଲେଇବଣି, ବାରକୋଟ ଓ ରିଆମାଳ ବ୍ଲକ ସ୍ତରୀୟ ସଙ୍ଘ ପକ୍ଷରୁ ଆଜି ସନ୍ଧ୍ୟା ୫ ଟାରେ ସଂପୃକ୍ତ ବ୍ଲକର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି ।

MORE NEWS

ଦେବଗଡ: ଜିଲ୍ଲାର ସମସ୍ତ ବିଇଓ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏନପିଏସ ଶିକ୍ଷକ ସଙ୍ଘ ପକ୍ଷରୁ ୨ ଦଫା ସମ୍ବଳିତ ସ୍ମାରକପତ୍ର ପ୍ରଦାନ - Debagarh News