ସୋର ମଧୁସୂଦନପୁରରେ 40 ଲକ୍ଷରୁ ଅଧିକ ଟଙ୍କାର ପ୍ରକଳ୍ପ ପାଇଁ ଶିଳାନ୍ୟାସ
Sora, Balasore | Nov 17, 2026
ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ମଧୁସୂଦନପୁର ପଞ୍ଚାୟତରେ ବିଧାୟକ ମାଧବ ଧଡାଙ୍କ ଦ୍ଵାରା ନୂତନ ରାସ୍ତା ଓ କମ୍ୟୁନିଟି ସେଣ୍ଟର ନିର୍ମାଣ ପାଇଁ ଶିଳାନ୍ୟାସ କରାଯାଇଛି। 40 ଲକ୍ଷରୁ ଅଧିକ ଟଙ୍କା ବ୍ୟୟରେ ଏହି ନିର୍ମାଣ କାର୍ଯ୍ୟ ହେବ।