Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews
Karnataka

ବୌଦ୍ଧ ସଦର: ହାଟଗାଁ ନିକଟରେ ଦୁଇ ବାଇକ ମଧ୍ୟରେ ଧକ୍କା, ଦୁଇ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର

ରବିବାର ବୌଦ୍ଧ-ହରଭଙ୍ଗା ପୁରୁଣା ଜଗନ୍ନାଥ ସଡକର ହାଟଗାଁ ନିକଟରେ ଦୁଇ ବାଇକ ମଧ୍ୟରେ ଧକ୍କା ହେବା ଫଳରେ ଗୁରୁତର ଦୁଇ ବାଇକ ଆରୋହୀଙ୍କୁ ବୁର୍ଲା ଭୀମସାରକୁ ସ୍ଥାନାନ୍ତର କରାଯାଇଛି | ମିଳିଥିବା ସୂଚନା ଅନୁଯାୟୀ ଆଜି ସନ୍ଧ୍ୟା 7 ଘଣ୍ଟା ସମୟରେ ଦୁଇ ବାଇକ ମଧ୍ୟରେ ବୌଦ୍ଧ ଥାନା ଅନ୍ତର୍ଗତ ହାଟଗାଁ ଗ୍ରାମ ନିକଟରେ ଧକ୍କା ହୋଇଥିଲା | ଫଳରେ ଉଭୟ ବାଇକ ଆରୋହୀ ଗୁରୁତର ଆହତ ହୋଇଥିଲେ | ଉଭୟଙ୍କ ପ୍ରାଥମିକ ଚିକିତ୍ସl ପରେ ବୁର୍ଲା ଭୀମସାରକୁ ସ୍ଥାନାନ୍ତର କରାଯାଇଛି |