ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାରେ ଆସନ୍ତା ସେପ୍ଟେମ୍ୱର ୪ ଯାଏଁ ପବନ ବର୍ଷା ହେବା ସହ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟୋଲ ୱାର୍ଣିଂ ଜାରୀ
Baripada M, Mayurbhanj | Aug 28, 2025
ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତା ସେପ୍ଟେମ୍ୱର ୪ ଯାଏଁ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପବନ ସହ ବର୍ଷା ଓ ବଜ୍ରପାତ ହେବାନେଇ ୟୋଲ ୱାର୍ଣିଂ ଜାରୀ...