ସମ୍ବଲପୁର ବିଶ୍ୱବିଦ୍ୟାଳୟର ଆନ୍ତଃ ରାଜ୍ୟ ଫୁଟବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସୁନ୍ଦରଗଡ଼ ଠାରେ ଆୟୋଜିତ ଆଜି ଅପରାହ୍ନ ୪ଟା ସମୟରେ ଆୟୋଜିତ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ବିଧାୟକ ଟଙ୍କଧର ତ୍ରିପାଠୀ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ। କ୍ରୀଡ଼ା ଏକ ଖେଳ ନୁହେଁ ଏହା ଏକ ସମ୍ପର୍କର ସେତୁ କହିଥିଲେ ବିଧାୟକ।