Public App Logo
Jansamasya
News
Maharashtra
Bjp
National
Police
Bihar
India
रेलवे
Coronavirus
कांग्रेस
बीजेपी
Congress
Modi
Delhi
Viral
Dm
Rajasthan
Bollywood
Patna
Breakingnews
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Uttarakhand
जिलाधिकारी
Crimenews
No video available

ପାଟଣା: ପିଇବା ପାଣି ପାଇଁ ଉତ୍ତେଜନା, ପାଟଣା ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ମହିଳା

Patana, Kendujhar | Apr 26, 2024
କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ସିଲଦା ଆଦର୍ଶ ଗ୍ରାମରେ ବର୍ଷ ବର୍ଷ ଧରି ପାନୀୟ ଜଳ ସମସ୍ୟା ଲାଗି ରହିଛି । ଗ୍ରାମରେ ବସୁଧା ଯୋଜନାରେ ଓଭର ହେଡ ପାଣି ଟାଙ୍କି ନିର୍ମାଣ ହୋଇଥିଲେ ମଧ୍ୟ ପୁରୁଣା ସାହି ଓ ମୁଣ୍ଡା ସାହି ଲୋକଙ୍କୁ ପାଣି ମିଳୁନି। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଫଳ ଶୂନ ହୋଇଛି । ଶୁକ୍ରବାର ଗ୍ରାମର ଶତାଧିକ ମହିଳା ଗରା ବାଲଟି ନେଇ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଫାଟକକୁ ତାଲା ପକାଇ ଧାରଣା ଦେଇଥିଲେ ।