Public App Logo
Jansamasya
News
���ुलिस
Bjp
National
Bihar
���ीजेपी
Uttar_pradesh
Congress
Modi
Delhi
Viral
Jharkhand
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
���प
Agra
No video available

ସୁନ୍ଦରଗଡ ସହର: ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାର ସେକ୍ଟର ୮ରେ ଵୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ବିଧାୟକ

ଆଜି ସକାଳେ ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାର ସେକ୍ଟର ୮ରେ ଵୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ ଶାରଦା ନାଏକ। ଆଜି ପଶ୍ଚିମ ଓଡିଶା ସାଂସ୍କୃତିକ ପରିଷଦ ଏବଂ ମଧୁମେହ ଫୋରମ୍ ର ମିଳିତ ଆନୁକୂଲ୍ୟରେ ରାଉରକେଲା ସେକ୍ଟର ୮ ଠାରେ ଆଜି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅବସରରେ ସ୍ଥାନୀୟ ବିଧାୟକ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ ଏବଂ ସମସ୍ତଙ୍କୁ ନିଜ ଘରେ ଗଛ ଲଗାଇବା ପାଇଁ ପ୍ରବର୍ତ୍ତାଇ ଥିଲେ।