ସତ୍ୟବାଦୀ: ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ବିଧାୟକଙ୍କ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ,ଯୋଗଦେଲେ ସ୍ଥାନୀୟ ବିଧାୟକ
Satyabadi, Puri | Jul 29, 2025
ଆଜି ପୂର୍ବାହ୍ନ ୧୦ଟାରେ ସ୍ଥାନୀୟ ବିଧାୟକ ଓମ୍ ପ୍ରକାଶ ମିଶ୍ର ଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ସତ୍ୟବାଦୀ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା...