Public App Logo
Jansamasya
National
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଓଟିଇଟି ପରୀକ୍ଷା ଦେଲେ ୧୪୪୯ ଶିକ୍ଷକ ଶିକ୍ଷୟତ୍ରୀ

Malkangiri, Malkangiri | Sep 27, 2025
ଆଜି ମାଲକାନଗିରି ଜିଲ୍ଲାରେ ଓଟିଇଟି ପରୀକ୍ଷା ଦିନ ୩ଟା ସମୟରେ ଆୟୋଜନ ହୋଇଥିଲା। ମାଧ୍ୟମିକ ଶିକ୍ଷା ପରିଷଦ କଟକଙ୍କ କାର୍ଯ୍ୟସୂଚୀ କ୍ରମେ ମାଲକାନଗିରି ଜିଲ୍ଲାରେ ୫ ଗୋଟି କେନ୍ଦ୍ର ରେ ଏହି ପରୀକ୍ଷା ଆୟୋଜନ କରାଯାଇଛି। ଏହି ୫ ଟି କେନ୍ଦ୍ରରେ ସମସ୍ତ ବ୍ଲକ୍ ର ୧୪୪୯ ଜଣ ଶିକ୍ଷକ ଶିକ୍ଷୟତ୍ରୀ ମାନେ ପରୀକ୍ଷା ଦେଇଥିଲେ। ସୂଚନା ଯୋଗ୍ୟ ଏହି ପରୀକ୍ଷା ନିମନ୍ତେ ୧୫୧୯ ଜଣ ଆବେଦନ କରିଥିବା ବେଳେ ୭୦ ଜଣ ଆବେଦନକାରୀ ଅନୁପସ୍ଥିତ ଥିଲେ। ସମସ୍ତ ପରୀକ୍ଷା କେନ୍ଦ୍ର ରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ପର୍ଯ୍ୟବେକ୍ଷକ ନିୟୋଜିତ କରା ଯାଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀ ଚି

MORE NEWS