ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ମ୍ୟାଲେରିଆ, ଡେଙ୍ଗୁ ଓ ଡ଼ାଇରିଆକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ। ସହରର ସ୍ୱଚ୍ଛତା ଓ ଆବର୍ଜନା ପରିଚାଳନା ଉପରେ ଗୁରୁତ୍ୱ।