କୂଅରମୁଣ୍ଡା ଠାରେ ଏକଲବ୍ଯ ଆଦର୍ଶ ଆବାସିକ ବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା ଅନୁଷ୍ଠିତ.... ଆଜି ଦିନ 12 ଟା ବେଳେ କୂଅରମୁଣ୍ଡା ଠାରେ ଏକଲବ୍ଯ ଆଦର୍ଶ ଆବାସିକ ବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା ୨୦୨୪-୨୫ ଓ ରାଜ୍ୟ ସ୍ତରୀୟ ଖୋ-ଖୋ ପ୍ରତିଯୋଗିତା କୁଅରମୁଣ୍ଡା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଚି, ଆଜି ଉଦଯାପନୀ ଉତ୍ସବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶୁଶ୍ରୀ କୁନ୍ତୀ ପ୍ରଧାନଙ୍କ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବାର ଜଣା ପଡ଼ିଚି..