ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ଘଣ୍ଟା ପ୍ରତି 30 ରୁ 40 କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।