କୁଚିଣ୍ଡା: କେଶାଇବାହାଲ ବିଜିଡି କଲେଜ୍ ଠାରେ ବାର୍ଷିକ କ୍ରୀଡା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ
ବାମରା ବ୍ଲକ ଅନ୍ତର୍ଗତ କେଶାଇବାହାଲ ବିଜିଡ଼ି କଲେଜରେ ବାର୍ଷିକ କ୍ରୀଡା ଉତ୍ସବ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି। କଲେଜ୍ ଅଧ୍ୟକ୍ଷ ଦୟାସାଗର ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ କଲେଜ୍ ର ୨୭ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ରେ ଶତାଧିକ ଛାତ୍ର ଛାତ୍ରୀ ଯୋଗଦେଇଥିଲେ। ଏହି ଅବସର ରେ କଲେଜ ପରିସର ରୁ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଏକ ରାଲି ବାହାରି ଗୋଦାମଗୁଡା ଖେଳ ପଡିଆକୁ ପହଞ୍ଚି ଥିଲେ କରିଥିଲେ।