ମିଶନ ଶକ୍ତି ସଭା ଗୃହରେ ରାଜସ୍ୱ ଅମଲା ସଙ୍ଘ ତ୍ରୟ ବାର୍ଷିକ ସମ୍ମିଳନୀ ସହ ନୂତନ କର୍ମକର୍ତ୍ତା ଚୟନ ନବରଙ୍ଗପୁର ଶାଖା ର ପୂର୍ବତନ ସଭାପତି ଆଶୁତୋଷ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମ l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ଯ କାର୍ଯ୍ୟକାରୀ ଅଧ୍ୟକ୍ଷ ପ୍ରସନ୍ନ କୁମାର ନାୟକ, କୋରାପୁଟ ଜିଲ୍ଲା ସମ୍ପାଦକ ନିତ୍ୟାନନ୍ଦ ଭତ୍ରା,କୋରାପୁଟ ଜିଲ୍ଲାର ବରିଷ୍ଠ ସଦସ୍ୟ ମନୋଜ ବାରିକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଏହି ଅବସରରେ ଜିଲ୍ଲାର ସମସ୍ତ ରାଜସ୍ୱ ଅମଲା ଉପସ୍ଥିତ ଥିଲେ l