ଓଡ଼ିଶାରେ ମେ ୧୩ତାରିଖରୁ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଆଜି ଅର୍ଥାତ ମେ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେଉଛି ଏହି ଅବସରରେ ଆଜି ଅର୍ଥାତ ସମୋବାର ଦିନ ଫୁଲବାଣୀ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥରେ ସକାଳ ୭ ଘଣ୍ଟିକା ସମୟରେ ମତଦାନ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି।