ସୋନପୁର: ଆସନ୍ତାକାଲି ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି ଜିଲ୍ଲାରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ଚାରି ଘଣ୍ଟା ସମୟରେ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଥିବା ବେଳେ, ଜିଲ୍ଲାରେ ବିଜୁଳି ଘଡଘଡି ଶହ ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି 30 ରୁ 40 କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି l