ଗୋଲାମୁଣ୍ଡା ବ୍ଲକ ବଡ଼ଚେରଗାଁ ପବ୍ଲିକ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇ ଯାଇଛି। କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଜୟ କୁମାର ନାଗ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବରେ ଗୋଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରି ରାଜେଶ କୁମାର ନାୟକ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ କ୍ରୀଡା ପ୍ରତିଯୋଗିତା ରେ କୃତିତ୍ୱ ହୋଇ ଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ।