Public App Logo
Jansamasya
News
���ुलिस
Bjp
National
Bihar
���ीजेपी
���िधायक
Congress
Modi
Delhi
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Uttarpradesh
���ादी
Crimenews
Aap
Indore
Bareilly

ରାଉରକେଲା ମ୍ୟୁନିସିପାଲଟି: ଗୋପବନ୍ଧୁପାଲ୍ଲୀ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆରଏମସି କମିଶନର

Raurkela M, Sundargarh | Nov 28, 2025
ଆରଏମସି କମିଶନର ଦୀନା ଦସ୍ତଗୀର୍ ଗୋପବନ୍ଧୁପାଲ୍ଲୀ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି। ଶୁକ୍ରବାର ଅପରାହ୍ନରେ କମିଶନରଙ୍କ ସହ ଅନ୍ଯାନ୍ଯ ଅଧିକାରୀମାନେ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିବା ସହ ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ତଦାରଖ କରିଥିଲେ।