Public App Logo
Jansamasya
National
Vandebharatexpress
Didyouknow
Shahdara
New_delhi
Delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଦେବଗଡ: କଂଟାପାଲି ଗ୍ରାମପଂଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବାରକୋଟ ବ୍ଲକ କଣ୍ଟାପାଲି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ଦିନ ପ୍ରାୟ ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୭୮ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୩୪ଟି ବ୍ୟକ୍ତିଗତ ଏବଂ ୪୪ ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ସି.ସି ରୋଡ, ଡ୍ରେନ ନିର୍ମାଣ , କେନାଲ, ଷ୍ଟିଟ ଲାଇଟ୍, ବିଦ୍ୟୁତ୍ ସଂଯୋଗ, ରାଜସ୍ୱ ଗ୍ରାମ ଘୋଷଣା ଆଦି ରହିଥିଲା ।

MORE NEWS