ଝାରସୁଗୁଡା ଜିଲ୍ଲା ଓରିଏଣ୍ଟ କୋଳିୟାରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଛାତ୍ରଛାତ୍ରୀ ତାଲା ପକାଇ କଲେ ଆନ୍ଦୋଳନ l ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ପ୍ରତି ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଏହି ତାଲା ବନ୍ଦ ଆନ୍ଦୋଳନ କରିଥିଲେ ଛାତ୍ରଛାତ୍ରୀମାନେ l ଏହାସହ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀଙ୍କ ବଦଳି ଦାବି କରିଥିଲେ l ଘଟଣା ସମ୍ପର୍କରେ ସୂଚନା ପାଇ ବ୍ଳକ ଶିକ୍ଷା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀ ଙ୍କୁ ବୁଝାସୁଝା କରିବା ସହିତ ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ। ବ୍ଲକ ଶିକ୍ଷା ଅଧିକାରୀ ପହଞ୍ଚି ବୁଝାସୁଝା କରିବା