ତେଲକୋଇ: ତେଲକୋଇରେ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ , କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ପ୍ରେସ କ୍ଲବ ଠାରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ
ତେଲକୋଇରେ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳିତ। ଆଙ୍କର - ଆଜି କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ପ୍ରେସ କ୍ଲବ ଠାରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ଷିୟାନ ଗାନ୍ଧିବାଦୀ ନେତା ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ତେଲକୋଇ ବ୍ଲକ ମୋନା ସଭାପତି ସନାତନ ଦାଶ ଅଧ୍ୟକ୍ଷତା କରିଥିଲେ। ସ୍ବର୍ଗତ ଚୌଧୁରୀ ଜଣେ ସ୍ୱାଧୀନତା ସଂଗ୍ରାମୀ,ଗାନ୍ଧିବାଦୀ,ଦୂରଦୃଷ୍ଟି ସମ୍ପନ୍ନ ବ୍ୟକ୍ତିତ୍ଵ ଥିଲେ।ସମାଜରୁ କୁସଂସ୍କାର,ନିଶା,ଦାରିଦ୍ର୍ୟତା ହଟାଇବା ତାଙ୍କର ପଣ ଥିଲା।ନିଶା