Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh

ବାରିପଦା ମ୍ୟୁନିସିପାଲଟି: ଅସନଯୋଡ଼ା ସ୍ଥିତ ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଉପଖଣ୍ଡ ସ୍ତରୀୟ ଶିଶୁ ମହୋତ୍ସବ ସରଗି ଫୁଲ ୨୦୨୫ ଅନୁଷ୍ଠିତ

Baripada M, Mayurbhanj | Nov 21, 2025
ଶୁକ୍ରବାର ରାତି ପ୍ରାୟ ୮ ଟାରେ ବାରିପଦା ଉପଖଣ୍ଡ ସ୍ତରୀୟ ଶିଶୁ ମହୋତ୍ସବ ସରଗି ଫୁଲ ୨୦୨୫ ଅନୁଷ୍ଠିତ ହୋଇଯାଇଛି। ମୟୂରଭଞ୍ଜ ଜିଲ୍ଲା ଅସନଯୋଡ଼ା ସ୍ଥିତ ପିଏମ ଶ୍ରୀ ସରକାରୀ (ଏସଏସଡି) ଉଚ୍ଚ ବିଦ୍ୟାଳୟ ଠାରେ ଏହି ଉପଖଣ୍ଡ ସ୍ତରୀୟ ଶିଶୁ ମହୋତ୍ସବ ସରଗି ଫୁଲ ୨୦୨୫ ଅନୁଷ୍ଠିତ ହୋଇଯାଇଛି।