Public App Logo
Jansamasya
News
Bjp
National
Bihar
���ीजेपी
Uttar_pradesh
Congress
Modi
Delhi
Viral
Jharkhand
���िल्ली
Breakingnews
Madhya_pradesh
Pmmodi
Rahulgandhi
Haryana
Sambalpur
Cyclone
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
No video available

ଭଦ୍ରକ ଗ୍ରାମାଞ୍ଚଳ: ଟାଉନହଲ ପରିସରରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ

Bhadrak Rural, Bhadrak | Dec 26, 2024
ବିଜୁ ଜନତା ଦଳ ପକ୍ଷରୁ ପ୍ରତିଷ୍ଠା ଦିବସ ଟାଉନହଲରେ ପାଳିତ ହୋଇଯାଇଛି । ଆଜି ଅପରାହ୍ନ ରେ ଭଦ୍ରକ ର ଟାଉନ ହଲରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି । ଏହି କାର୍ଯକ୍ରମ ରେ ଜିଲ୍ଲା ସଭାପତି ଜଗନ୍ନାଥ ସ୍ଵାଇଁ, ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ସାମଲ,ଭଦ୍ରକ ର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ,ଭଦ୍ରକ ବ୍ଲକ ଅଧ୍ୟକ୍ଷା, ଭଦ୍ରକ ଜିଲ୍ଲାର ବିଭିନ୍ନ ମଞ୍ଚାୟ ଓ ପୌରପାଳିକା ର ନେତୃମଣ୍ଡଳୀ ଯୋଗ ଦେଇଥିଲେ ଥିଲେ

MORE NEWS

ଭଦ୍ରକ ଗ୍ରାମାଞ୍ଚଳ: ଟାଉନହଲ ପରିସରରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ - Bhadrak Rural News