ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଖେଳ ପଡ଼ିଆରେସାଂସଦ ଖେଳ ମହୋତ୍ସବ ୨୦୨୫ ଅନୁଷ୍ଠିତ ହୋଇଯାଇଛି ।
ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଖେଳ ପଡ଼ିଆରେସାଂସଦ ଖେଳ ମହୋତ୍ସବ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି ଖେଳ ମହୋତ୍ସବ ଆଜି ଦିନ 11 ଟାରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ ସିନିଅର ଓ ଜୁନିଅର ବିଭାଗ ମହିଳା ଦଳର କବାଡି ଖେଳର ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା । ଏଥି ସହିତ ଉଭୟ ପୁରୁଷ ଓ ମହିଳା ଦଳର କ୍ରିକେଟ ଖେଳ ମଧ୍ୟ ଅନୁଷ୍ଠିତ ହୋଇଯାଇଛି।