ଆଜି ବୁଧବାର ବରଗଡ଼ ଜିଲ୍ଲା ପଦ୍ମପୁର ସହର ରାଜାଜି ଟାଉନ ହଲ ଠାରେ ଝାନସୀରାଣୀ ଲକ୍ଷ୍ମୀବାଈ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ସକାଳେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ମୁଖ୍ୟ ଅତିଥି ଭାବରେ ବଣିକ ସଂଘ ସଭାପତି ପ୍ରତାପ ମିଶ୍ର ଓ ବିଜେପି ଯୁବ ନେତା ପ୍ରିତେଶ ବୋହିଦାର ଯୋଗଦେଇ ଶୁଭ ଉଦଘାଟନ କରିଥିଲେ। ମୋଟ 30 ୟୁନିଟ ରକ୍ତ ସଂଗୃହିତ ହୋଇଥିଲା। ସନ୍ଧ୍ୟା ସମୟରେ ପଦ୍ମପୁର ଉପଜିଲ୍ଲାପାଳ ସ୍ନେହା ଅରୁଗୁଲା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିବା ସହ ନିଜ ଅଭିଭାଷଣ ରଖିଥିଲେ। ଝାନସୀରାଣୀ ଲକ୍ଷ୍ମୀବାଈ ଜୟନ୍ତୀ ସ