ସୋମବାର ବୌଦ୍ଧ ବ୍ଲକ ସଂଗ୍ରାମ ପୁର ହାଇସ୍କୁଲ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ସ୍ତରୀୟ ସସଷ୍ଟେନବୁଲ ଲାଇଫ୍ ଷ୍ଟାଇଲ୍ସ ସମ୍ପର୍କିତ ପ୍ରଦର୍ଶନୀ ଉଦଯାପିତ ହୋଇ ଯାଇଛି | ଉଦଯାପନୀ କାର୍ଯ୍ୟକ୍ରମରେ କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ | ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ୍ ଦୁବେଙ୍କ ଅଧ୍ୟକ୍ଷତା କରିଥିଲେ |