Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर

ବୌଦ୍ଧ ସଦର: ବୌଦ୍ଧ ଜିଲ୍ଲା ପଂଚାୟତ ଭବନ ଠାରେ ଜିଲ୍ଲା ପରିଷଦ ବୈଠକ, ଯୋଗ ଦେଲେ ଉଭୟ ବିଧାୟକ

ବୌଦ୍ଧ ଜିଲ୍ଲାର ପଂଚାୟତ ଭବନ ଠାରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି lଏହି ଅବସରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷl ଶ୍ରୀମତୀ ପ୍ରଭାସିନୀ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନ, ଅନ୍ୟତମ ସଂମାନିତ ଅତିଥି ଭାବେ କଣ୍ଟାମାଲ ବିଧାୟକ ଶ୍ରୀଯୁକ୍ତ କଂହାଇ ଚରଣ ଡାଙ୍ଗ ଯୋଗଦେଇ ଜିଲ୍ଲାର ର ସାମଗ୍ରିକ ବିକାଶ ଉପରେ ସମୀକ୍ଷା କରିଥିଲେ

MORE NEWS

ବୌଦ୍ଧରେ ବିଜେପି ଯୁବ ମୋର୍ଚ୍ଚାର କ୍ୟାଣ୍ଡେଲ ମାର୍ଚ୍ଚ
​ବୌଦ୍ଧ: 'ବନ୍ଦେ ମାତରମ୍' ପ୍ରତି କଂଗ୍ରେସର ଅସମ୍ମାନ ଅଭିଯୋଗରେ ବୌଦ୍ଧ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଗାନ୍ଧୀ ଛକରେ ପ୍ରତିବାଦ ଶୋଭାଯାତ୍ରା ଓ କ୍ୟାଣ୍ଡେଲ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି।
​ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ମଣ୍ଟୁ ସାହୁଙ୍କ ନେତୃତ୍ୱ ଓ ଜିଲ୍ଲା ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ଉପସ୍ଥିତିରେ ଶତାଧିକ କାର୍ଯ୍ୟକର୍ତ୍ତା କ୍ୟାଣ୍ଡେଲ୍ ଓ ପ୍ଲାକାର୍ଡ ଧରି କଂଗ୍ରେସ ବିରୋଧରେ ଜୋରଦାର ନାରାବାଜି କରିଥିଲେ।
​#Boudh #BJP #CandleMarch #VandeMataram #OdishaPolitics

ବୌଦ୍ଧରେ ବିଜେପି ଯୁବ ମୋର୍ଚ୍ଚାର କ୍ୟାଣ୍ଡେଲ ମାର୍ଚ୍ଚ ​ବୌଦ୍ଧ: 'ବନ୍ଦେ ମାତରମ୍' ପ୍ରତି କଂଗ୍ରେସର ଅସମ୍ମାନ ଅଭିଯୋଗରେ ବୌଦ୍ଧ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଗାନ୍ଧୀ ଛକରେ ପ୍ରତିବାଦ ଶୋଭାଯାତ୍ରା ଓ କ୍ୟାଣ୍ଡେଲ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି। ​ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ମଣ୍ଟୁ ସାହୁଙ୍କ ନେତୃତ୍ୱ ଓ ଜିଲ୍ଲା ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ଉପସ୍ଥିତିରେ ଶତାଧିକ କାର୍ଯ୍ୟକର୍ତ୍ତା କ୍ୟାଣ୍ଡେଲ୍ ଓ ପ୍ଲାକାର୍ଡ ଧରି କଂଗ୍ରେସ ବିରୋଧରେ ଜୋରଦାର ନାରାବାଜି କରିଥିଲେ। ​#Boudh #BJP #CandleMarch #VandeMataram #OdishaPolitics

Baudh Sadar, Boudh (Bauda) | Aug 16, 2026

ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି (ବିଜେପି) କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ଶ୍ରୀ ଅଟଳବିହାରୀ ବାଜପେୟୀଙ୍କ ତିରୋଧାନ ଦିବସ ଅବସରରେ ଗଭୀର ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି
​#Boudh #BoudhNews #BJP #AtalBihariVajpayee #TirodhanaDivas #odishanewstoday

ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି (ବିଜେପି) କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ଶ୍ରୀ ଅଟଳବିହାରୀ ବାଜପେୟୀଙ୍କ ତିରୋଧାନ ଦିବସ ଅବସରରେ ଗଭୀର ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି ​#Boudh #BoudhNews #BJP #AtalBihariVajpayee #TirodhanaDivas #odishanewstoday

Baudh Sadar, Boudh (Bauda) | Aug 16, 2026

ବୌଦ୍ଧ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଅଟଳବିହାରୀ ବାଜପେୟୀଙ୍କ ତିରୋଧାନ ଦିବସ ପାଳିତ

#Baudh #BJYM #Protest #VandeMataram #BJPBaudh #OdishaNews #CandleMarch

ବୌଦ୍ଧ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଅଟଳବିହାରୀ ବାଜପେୟୀଙ୍କ ତିରୋଧାନ ଦିବସ ପାଳିତ #Baudh #BJYM #Protest #VandeMataram #BJPBaudh #OdishaNews #CandleMarch

Baudh Sadar, Boudh (Bauda) | Aug 16, 2026

ବୌଦ୍ଧ ସଦର: ବୌଦ୍ଧ ଜିଲ୍ଲା ପଂଚାୟତ ଭବନ ଠାରେ ଜିଲ୍ଲା ପରିଷଦ ବୈଠକ, ଯୋଗ ଦେଲେ ଉଭୟ ବିଧାୟକ - Baudh Sadar News