Public App Logo
Jansamasya
News
पुलिस
Bjp
National
Bihar
India
कांग्रेस
बीजेपी
Uttar_pradesh
Congress
Modi
Delhi
Viral
Crime
शिक्षा
शराब
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
यूपी
स्कूल
Bhopal

ବଣେଇ: କେବଲାଙ୍ଗ ନିକଟରେ ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ୫ ମୃତ ଓ ଅନେକ ଗୁରୁତର

Banei, Sundargarh | Sep 25, 2025
କୋଇଡା ବ୍ଲକ୍ ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର କେବଲାଙ୍ଗ ନିକଟରେ ଆଜି କୋଇଡା ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସକୁ ଏକ ଟ୍ରକ ମୁହାଁମୁହିଁ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୫ଜଣ ଯାତ୍ରୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ସହ ତଦନ୍ତ ଆରମ୍ଭ କରିଛି।