କେନ୍ଦୁଝର ସହର: କରଞ୍ଜିଆପଡ଼ା ଠାରେ ମା' ତାରିଣୀ କ୍ଲବ ଫୁଟବଲ ଟୁର୍ନାମେଣ୍ଟର ଉଦଯାପନୀ ଖେଳରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ
Kendujhar Town, Kendujhar | Sep 12, 2025
କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କରଞ୍ଜିଆପଡାଠାରେ ମା' ତାରିଣୀ କ୍ଲବ ଫୁଟବଲ ଟୁର୍ନାମେଣ୍ଟର ଉଦଯାପନୀ ଖେଳରେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ...