Public App Logo
Jansamasya
News
Maharashtra
Bjp
National
Police
Bihar
India
रेलवे
Coronavirus
कांग्रेस
बीजेपी
Congress
Modi
Delhi
Viral
Dm
Rajasthan
Bollywood
Patna
Breakingnews
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Uttarakhand
जिलाधिकारी
Crimenews
No video available

ପାଟଣା: ଢେଙ୍କିକୋଟ ଭାରତ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ସ୍କୁଟି ସହ ବାଇକର ମୁହାଁମୁହିଁ ଧକ୍କା, ଦୁଇ ଯୁବକ ମୃତ

Patana, Kendujhar | Apr 25, 2024
କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ଭାରତ ପେଟ୍ରୋଲ ପମ୍ପ ନିକଟରେ ଆଜି ସ୍କୁଟି ସହ ବାଇକର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଉଭୟ ଗାଡିରେ ଥିବା ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସ୍କୁଟିଟି ଢେଙ୍କିକୋଟରୁ ଘଟଗାଁ ଅଭିମୁଖେ ଯାଉଥିବାବେଳେ ବିପରୀତ ଦିଗରୁ ରଙ୍ଗ ରୋଡ଼ରେ ବାଇକଟି ଆସୁଥିବା ସମୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଉଭୟଙ୍କୁ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି।