Public App Logo
Jansamasya
News
���ुलिस
Bjp
National
Bihar
���िहार
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
Crimenews
Bareilly
Bcci
Agra
Breaking

ସମ୍ବଲପୁର ମ୍ୟୁନିସିପାଲଟି: ସମ୍ବଲପୁର ଜିଏମୟୁ ପ୍ରେକ୍ଷାଲୟ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ

Sambalpur M, Sambalpur | Apr 24, 2025
ଆଜି ସମ୍ବଲପୁର ଜିଏମୟୁ ପ୍ରେକ୍ଷାଲୟ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ କରାଯାଇଥିଲା। ଏହି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର,ଜିଲ୍ଲା ପରିଷଦର ଉପସଭାପତି ମାଧବ ମିର୍ଦ୍ଧା, ରେଙ୍ଗାଲିର ପୁର୍ବତନ ବିଧାୟକ ନାଉରୀ ନାଏକ, ସମ୍ବଲପୁର ବିଧାୟକଙ୍କ ପ୍ରତିନିଧି ସମିର ରଞ୍ଜନ ବାବୁ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରସନ୍ନ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ।ତେବେ କାର୍ଯ୍ୟକ୍ରମରେ ଜିଲ୍ଲାର କିଛି ରାସନ୍ କାର୍ଡ ହିତାଧିକାରୀଙ୍କୁ ରାସନ୍ କାର୍ଡ ମଧ୍ୟ ପ୍ରଦାନ କରାଯାଇଥିଲା।

MORE NEWS